ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି

କଟକ: ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଜାରି । ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିବା ଯୋଗୁ ବଡ଼ମ୍ବାରରେ ବନ୍ୟାଜଳ ଦେଖିବା ପାଇଁ ଲୋକଙ୍କ ଭିଡ ଲାଗିଛି । କୌଣସି ଅଘଟଣ ନ ଘଟିବା ପାଇଁ ଭଟ୍ଟାରିକା ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ଭଟ୍ଟାରିକାଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia