ଭାରତ ଆସିବେ ପୁଟିନ

ସେପ୍ଟେମ୍ବର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାପାଇଁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଆସିବେ।Putin will come to India.