ଭୁବନେଶ୍ବର: ରାଜ୍ୟ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସଜାଗ ହୋଇଛନ୍ତି ରାଜ୍ୟ ସରକାର । ଏନେଇ ପ୍ରଥମେ ରାଜଧାନୀରେ ମାସ୍କ କଟକଣାକୁ ପୁଣି ଲାଗୁ କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି । ପୁଣି ରାଜଧାନୀରେ ମାସ୍କ ହେଲା ବାଧ୍ୟତାମୂଳକ । ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା କରାଗଲା ବାଧ୍ୟତାମୂଳକ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ