ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗରେ ଖାଲିଥିବା ପଦବୀକୁ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଛି : ପ୍ରାଣୀ ସଂପଦ ବିକାଶ ମନ୍ତ୍ରୀ

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗରେ ଖାଲିଥିବା ପଦବୀଗୁଡ଼ିକୁ ଅଗ୍ରାଧକାର ଭିତ୍ତିରେ ପୂରଣ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି । କୃଷି ଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia