କାମାକ୍ଷାନଗର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାଲିଗଲା ୫ ଜଣଙ୍କ ଜୀବନ। ଏକ ଯାତ୍ରୀବାହୀ ଅଟୋକୁ କୋଇଲା ବୁଝେଇ ଟ୍ରକ୍ ଚାପିଦେଲା । ଏହି ଦୁଃଖଦ ଘଟଣା ଘଟିଛି NH-53 ପଥରଖମ୍ବ ଛକ ନିକଟରେ ସଡ଼କ ଦୁର୍ଘଟଣା । ମହୁଲ ଟୋଲ ପେଶିବାକୁ ମୁକ୍ତାପଶି ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା । ସମସ୍ତ ମୃତକ ସ୍ଥାନୀୟ ବାଙ୍ଗୁରା ଗାଁର ବୋଲି ସୂଚନା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ