କଟକ: ମହାନଦୀ ଯୋବ୍ରା ବ୍ୟାରେଜ ନିକଟକୁ ଗାଧୋଇବାକୁ ଯାଇ ଗତକାଲି ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଉଦ୍ଧାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଆୟୁର ଖାନ । ଏବେ ବି ଆଉ ଜଣେ ନିଖୋଜ ଅଛନ୍ତି। {image-drowndeath-1649665737.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ