ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର: ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଏବଂ ମିଶନ ଶକ୍ତି ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ। ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କେନ୍ଦୁଝର ଯାଇ ସେଠିକାର ବିଭିନ୍ନ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହିତ ମିଶନ ଶକ୍ତିକୁ ଅଧିକ ତ୍ୱରାନ୍ଵିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହିଳା ଓ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia