ବାରିପଦା: ମହିଳାମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷପ ଗ୍ରହଣ କରାଯାଉଛି । ମିଶନ ଶକ୍ତି ମାଧ୍ୟମରେ ଅନେକ ମହିଳା ରୋଜଗାରକ୍ଷମ ହୋଇପାରୁଛନ୍ତି । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ମାଧ୍ୟରେ ମହିଳାଙ୍କୁ ତାଲିମ ଦେବା ସହିତ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଉଛି । ଫଳରେ ଆଜି ରାଜ୍ୟର ଅନେକ ମହିଳା ସ୍ୱାବଲମ୍ବୀ ହୋଇପାରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ