ସମ୍ବଲପୁର: ସର୍ଲା ୟାର୍ଡଠାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ବିଳମ୍ବିତ ରାତିରେ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଛି । ଝାରସୁଗୁଡ଼ା ପଟୁ ଆସୁଥିବା ସିମେଣ୍ଟ ବୋଝେଇ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ବେଳେ କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି । ଟ୍ରାକ ମରାମତି କାମ ଜାରି ରହିଛି । ଦୁର୍ଘଟଣାର କାରଣ ବର୍ତ୍ତମାନ ଅସ୍ପଷ୍ଟ ।ମାଲବାହୀ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ