ଗଞ୍ଜାମ: ମା’ ତାରାତାରିଣୀ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟମନ୍ଦିରର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ପୁରୋଧା ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ତେବେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ