ମୁଖ୍ୟମନ୍ତ୍ରୀଙ୍କ କରୋନା ସ୍ଥିତି ସମୀକ୍ଷା: କଡ଼ାକଡ଼ି ହେବ କୋଭିଡ୍ ନିୟମ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia