ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମିଶନ ଶକ୍ତି ପାଇଁ ଋଣ ପରିମାଣ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ମିଶନ ଶକ୍ତି ପାଇଁ ଋଣ ପରିମାଣ ୩ ଲକ୍ଷରୁ ୫ ଲକ୍ଷକୁ ବଢିଲା । ଏନେଇ ବିଧାନସଭାରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ୱ୍ରମ୍‌ ସୂଚନା ଦେଇଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଦିଆଯାଉଥିବା ବିନା ସୁଧରେ ଋଣ ପରିମାଣକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia