ମୌସୁମୀ ଦୁର୍ବଳ, ରାଜ୍ୟରେ ବଢୁଛି ଦିନ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ । ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରାରେ ବୃଦ୍ଧି ପାଉଛି । ଗତକାଲି ରାଜ୍ୟର ୬ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ଥିଲା । ୩୫.୮ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ଚାନ୍ଦବାଲି ଥିଲା ସବୁଠାରୁ ଉତ୍ତପ୍ତ ସହର । ଦୁର୍ବଳ ମୌସୁମୀ ପ୍ରଭାବ ଆହୁରି ୪ରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia