ଯୁକ୍ତ ଦୁଇ ଛାତ୍ରୀଙ୍କ ତଣ୍ଟି କାଟି ହତ୍ୟା; ଦୁର୍ବୃତ୍ତ ଫେରାର୍‌

Plus Two Girl Killed by Slitting Her Throat: ଜଣେ ନାବାଳିକାଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ନିଖିଲ ନଗରରେ। ନାବାଳିକା ଜଣଙ୍କ ଯୁକ୍ତ ଦୁଇ ପଢ଼ୁଥିଲେ ।