ଭୁବନେଶ୍ବର: ଉତ୍କଳ ଦିବସ ଅବସରରେ ରାଜ୍ୟପାଳ ଭବନରେ ରିଲିଜ ହେଲା ‘ବନ୍ଦେ ଉତ୍କଳ ଜନନୀ’ ଗୀତ । ପ୍ରଫେସର ଗଣେଶୀ ଲାଲ ଗାଇଲେ ବନ୍ଦେ ଉତ୍କଳ ଜନନୀ ଗୀତ। ଗୀତର ଏକ ଝଲକ୍ ସାମ୍ନାକୁ ଆସିଥିବା ବେଲେ ରାଜଭବନ ପରିସର ଆୟୋଜିତ ସ୍ୱନ୍ତନ୍ତ୍ର ଉତ୍ସବବରେ ଏହି ଗିତକୁ ଉନ୍ମୋଚିତ କରିଛନ୍ତି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି