ଭୁବନେଶ୍ୱର: ରାଜ୍ୟରେ ଅଣାୟତ ହେଉଛି କରୋନା ସଂକ୍ରମଣ । ଗତ 24 ଘଣ୍ଟାରେ 3679 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ 384 ଜଣ 18 ବର୍ଷରୁ କମ୍ ବୟସର ରୋଗୀ ଅଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ 2148 ଜଣ ଥିବାବେଳେ 1531 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ