ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ ହେଉଛନ୍ତି ଶୂନରୁ ୧୮ ବର୍ଷ ବର୍ଗର। ସେହିପରି ୨୪ ଘଣ୍ଟାରେ ମାତ୍ର ୭ ଜଣଙ୍କ ଜୀବନ ନେଇଛି ମହାମାରୀ । କ୍ୱାରେଣ୍ଟାଇନ୍ରୁ ୪୬୭ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୩୩୮ । {image-odishacoronaupdate-1628743793.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ