ଭୁବନେଶ୍ବର: ରାଜ୍ୟରେ ଚାରି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ୫ ଶହ ତଳକୁ ରହିଛି । ଗତକାଲି ୬୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ