ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ରାଜ୍ୟରେ ୨୪ ଘଣ୍ଟାରେ ୮ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ହଜାର ୯୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ ହଜାର ୫୭୯ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ