ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ୨୪ ଘଣ୍ଟାରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ମଧ୍ୟରେ ୪୪ ଜଣ , ସଙ୍ଗରୋଧରୁ ୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ସ୍ଥାନୀୟ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia