ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନା ।ଦିନକୁ ଦିନ ବଢିବାରେ ଲାଗିଛି ପଜିଟିଭ୍ ସଂଖ୍ୟା । ୨୪ ଘଣ୍ଟାରେ ୭୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ବର୍ଷ ବୟସର ୮୭ ଜଣ ନୂଆ ସଂକ୍ରମିତ ଚିହ୍ନଟ । ଖୋର୍ଦ୍ଧାରୁ ସର୍ବାଧିକ ୩୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୪୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ–କୋରାପୁଟ ଏକ୍ସପ୍ରେସ୍, ସପ୍ତାହରେ ତିନି ଦିନ ଚାଲିବ ଏହି ଟ୍ରେନ
ଶେଷ ହେଲା ସବୁ ସସପେନ୍ସ ; କେରଳର ନୂଆ ମୁଖ୍ୟମନ୍ତ୍ରୀ ଭିଡି ସତୀଶନ
ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ଭିସିରେ ଯୋଡ଼ିହେବେ ସବୁ ଏସ୍ପି