ଭୁବନେଶ୍ୱର: ମାହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟରେ ଜାରି ରହିବ ମାଗଣା ଟିକାକରଣ । ଏନେଇ ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । କେନ୍ଦ୍ରରୁ ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଓଡ଼ିଶାରେ ଜାରି ରହିବ ମାଗଣା ଟିକା ଦାନ । ରାଜ୍ୟରେ ବର୍ତ୍ତମାନ ୧୧୫୦ଟି କେନ୍ଦ୍ରରେ ଦିଆଯାଉଛି ବୁୁଷ୍ଟରଡୋଜ୍ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ