ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୭୪ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୩୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୬୯ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । {image-odishacoronaupdate-1617683922.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ