ଭୁବନେଶ୍ୱର: ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଲାଣି । ଆସନ୍ତା ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା । ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ