ଭୁବନେଶ୍ୱର: ଆଜି (ବୁଧବାର) ରାଜ୍ୟରେ ୨୪ ଜଣ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନରେ ସଂକ୍ରମିତ ହୋଇଛନ୍ତି । ଏହା ସହିତ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି । ଏହାପୂର୍ବରୁ ମଧ୍ୟ ଏକାଥରକେ ୨୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଇଏଲଏସ ପକ୍ଷରୁ ପ୍ରଦାନ କରାଯାଇଛି ଏହି ସୂଚନା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ