ରାଜ୍ୟରେ ସୃଷ୍ଟି ହେବ ୯ ହଜାର ୧୪୬ଟି ନିଯୁକ୍ତି, ୩ ହଜାର ୨୬୬ କୋଟି ଟଙ୍କାର ୧୧ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

11 Industrial Projects worth 3266 cr Approved: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକକ ବାତାୟନ ଅନୁମୋଦନ କମିଟି ବୈଠକରେ ପ୍ରାୟ ୩ହଜାର ୨୬୬ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ମିଳିଛି ।