ରାଜ୍ୟରେ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବା ପୂର୍ବାନୁମାନ

ଭୁବନେଶ୍ୱର : ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବା ପୂର୍ବାନୁମାନ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା: କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା, ସମ୍ବଲପୁର ନବରଙ୍ଗପୁର ଏବଂ ରାୟଗଡ଼ା ।  ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia