ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia