ଭୁବନେଶ୍ୱର: ଗତକାଲି ରାଜ୍ୟରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୫ ଜଣ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ