Odisha Corona Update: ରାଜ୍ୟରେ ଦୈନିକ ସଂକ୍ରମଣ ୨ ଶହ ଟପିଲା । ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପିଜିଟିଭ୍ ଚିହ୍ନଟ । ତେବେ ଗତକାଲି ୩୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧୨ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ