ରାଜ୍ୟରେ ୫୦ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ

ଭୁବନେଶ୍ୱର: ଆଜି ରାଜ୍ୟରେ ୫୦ ତଳେ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତକାଲି ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia