ସୋନପୁର: ରାଜ୍ୟରେ ଅନେକ ଜିଲ୍ଲାରେ ଏବେ ବର୍ଷାଦିନ ପାଇଁ ଝାଡ଼ାବାନ୍ତି ବ୍ୟାପୁଛି । ଆଜି ସୁବର୍ଣ୍ଣପୁରରେ ଜିଲ୍ଲାର ତରଭା ଥାନା ସୁର୍ଜିମୁଣ୍ଡା ଗାଁର ଧନଦେଇ ସାହୁଙ୍କ ମୃତ୍ୟୁ ହୋଇଇଛି । ଧନଦେଇ ସାହୁଙ୍କ ପ୍ରଥମେ ବଲାଙ୍ଗିର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଅଧିକ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ବୁର୍ଲା ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ