ଭୁବନେଶ୍ୱର: ପୁଣି ୪ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ ଜିଲ୍ଲାରୁ ୩୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୦ ଜଣ ସଂକ୍ରମିତ ଅଛନ୍ତି । ୧୯୯ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୧୪୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ