ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୧୭ପ୍ରସ୍ତାବରେ ବାଜିଲା ମୋହର। ସଂପ୍ରସାରିତ ହେବ ମିଲେଟ ମିଶନ। ମିଲେଟ ମିଶନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ବୈଠକରେ ମଞ୍ଜୁରୀ ମିଳିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମିଲେଟ ମିଶନର ବିକାଶ ହେବ। ୪ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ ହେବ। ସୁନ୍ଦରଗଡ଼ କୋଏଲ ନଦୀରେ ଇନଷ୍ଟ୍ରିମ୍ ବ୍ୟାରେଜକୁ ମଂଜୁରୀ ମିଳିଛି । {image-odishacabinet-1660322873.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ