ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ଆମ ଓଡ଼ିଶା, ନବୀନ ଓଡ଼ିଶା’, ପଞ୍ଚାୟତକୁ ମିଳିବ 50 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ

Odisha Cabinet Approved 9 proposals, Govt’s New Scheme ‘Ama Odisha, Naveen Odisha’ । ରାଜ୍ୟ କ୍ୟାବିନେଟରେ ଅଧ୍ୟକ୍ଷତା କରି ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ମିଳିବ ସ୍ୱତନ୍ତ୍ର ଅନୁଦାନ ।