ଭୁବନେଶ୍ୱର: ବନ୍ୟା ବିପନ୍ନ ମହିଳାଙ୍କୁ ମାଗଣାରେ ସାନିଟାରୀ ନାପକିନ୍ ବାଣ୍ଟିଛନ୍ତି ରାଜ୍ୟ ସରକାର। ଏନେଇ ବନ୍ୟା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ନିର୍ଦ୍ଦେଶ ଦେଇଛନ୍ତି । ଅତ୍ୟାବଶ୍ୟକ ରିଲିଫ କିଟ୍ ଭାବେ ବନ୍ୟା ପ୍ରଭାବିତ ଅଞ୍ଚଳର ମହିଳାଙ୍କୁ ସାନିଟାରୀ ପ୍ୟାଡ୍ ବଣ୍ଟନ ନେଇ ଚିଠିରେ ଉଲ୍ଲେଖ ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ