Odisha ଶ୍ରୀମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ OdiaTimes May 19, 2026 1 min read Share this:Share Share on Facebook (Opens in new window) Facebook Share on X (Opens in new window) X ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା ।Union Minister Shivraj Singh Chouhan at the temple Post navigation Previous ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତNext ରାସ୍ତା ଉପରେ ନମାଜ ପାଠକୁ ନେଇ ଯୋଗୀଙ୍କ ବୟାନ, ରାସ୍ତା ଚାଲିବା ପାଇଁ ହୋଇଛି, ନାଟକ ପାଇଁ ନୁହେଁ, ଜାଗା ହେଉନାହିଁ ସିଫ୍ଟରେ ନମାଜ More Stories 1 min read Odisha ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ May 20, 2026 OdiaTimes 1 min read Odisha ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ May 20, 2026 OdiaTimes 1 min read Odisha ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି May 20, 2026 OdiaTimes
More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି