ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବୀର ବିକ୍ରମ ଯାଦବ । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ସେଠାରେ ଭିଭି ଯାଦବ ଶ୍ରୀମନ୍ଦିରର ବିଭିନ୍ନ ଦେବାଦେବୀ ମନ୍ଦିର ବୁଲିଥିଲେ । ଏହାପରେ ସେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଯାଇ ଦାୟିତ୍ୱ ଗ୍ରହଣ କରିଥିଲେ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ