ବୁର୍ଲା: ସମ୍ବଲପୁର ବିଶ୍ୱ ବିଦ୍ୟାଳୟର କୁଳପତି ସଞ୍ଜୀବ ମିତଲଙ୍କ ଗିରଫ ଦାବି । ସମ୍ବଲପୁର ଓ ବୁର୍ଲାର ବିଭିନ୍ନ ସ୍ଥାନରେ ଭିସିଙ୍କୁ ବିରୋଧ କରି ବିଭିନ୍ନ କାନ୍ଥରେ ପୋଷ୍ଟର ମରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଫ୍ଲାଇଓଭର ପିଲରରେ ମଧ୍ୟ ଏହି ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ଯେଉଁଥିରେ ତାଙ୍କର ଗିରଫ ଦାବି ହୋଇଛି । {image-sambalpuruniversityvc-1659083038.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ