ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ, ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡିକରେ ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି ଏସଆରସି । ଜିରୋ କାଜୁଆଲିଟିର ମିଶନ ନେଇ କାମ କରୁଥିବା ରାଜ୍ୟ ସରକାର ବାତ୍ୟା ପୂର୍ବରୁ ପୂରା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia