ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କଲେ ସ୍ପେଶାଲ ରିଲିଫ୍ କମିଶନର । ଏସଆରସି ଆଜି ଚିଠି ଲେଖି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । {image-src-1651735917.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ