ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ ହେଲେ ହିମନ୍ତ ବିଶ୍ଵଶର୍ମା, ୧୨ରେ ନେବେ ଶପଥ

ବିଜେପି ଆସାମର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି। ଡକ୍ଟର ହିମନ୍ତ ବିଶ୍ୱ ଶର୍ମାଙ୍କୁ ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳ ଏବଂ ଏନଡିଏ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଛି। ହିମନ୍ତ ବିଶ୍ୱ ଶର୍ମା ମେ ୧୨ ତାରିଖରେ ଆସାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ।Himanta Biswa Sarma, unanimously elected as BJP MLA leader, will take oath on 12th