ଭୁବନେଶ୍ୱର: ସୁବର୍ଣ୍ଣରେଖାରେ କୌଣସି ଘାଇ ହୋଇ ନାହିଁ । ନଦୀରେ ବନ୍ୟା ଜଳ ସ୍ଥିର ଅଛି । ସଂଧ୍ୟା ସୁଦ୍ଧା ଜଳସ୍ତର କମିବ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ । ବନ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ