ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ