ନୂଆଦିଲ୍ଲୀ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆଜି ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି । ଚାରି ଦିନ ମଧ୍ୟରେ ସୋନିଆ ଗାନ୍ଧୀ ଏବଂ ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏହା ହେଉଛି ତୃତୀୟ ସାକ୍ଷାତ । ପ୍ରଥମ ବୈଠକ 16 ଅପ୍ରେଲରେ ହୋଇଥିବାବେଳେ ଦ୍ୱିତୀୟ ସଭା 18 ଅପ୍ରେଲରେ ଅନୁଷ୍ଠିତ ହୋଇଥିଲା ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia


More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ