ପୁରୀ: ଅପେକ୍ଷାର ଘଟିଲା ଅନ୍ତ । ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି 108 ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି । ରାତି 3ଟା 30ରୁ ମଙ୍ଗଳାର୍ପଣ 4ଟାରୁ 6ଟା ମଧ୍ୟରେ ପହଣ୍ଡି କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ