ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏଥି ସହତ ଆଜି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia