ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ