୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି । ଏପଟେ ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଆଉ ଏକ ଲଘୁଚାପ। ଫଳରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia