ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଏହା ସହ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ଅର୍ଥାତ ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ